ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ରିପୋର୍ଟ: ଶୁଭମ ପାଣି //
ଢେଙ୍କାନାଳ (୦୮/୦୩): ଆଜି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଢେଙ୍କାନାଳ ନିର୍ବାଚନ ମଣ୍ଡଳୀ ବିଜୁ ମହିଳା ଜନତା ଦଳ ପକ୍ଷରୁ ଢେଙ୍କାନାଳ ମିନି ଷ୍ଟାଡିୟମରେ ଏକ ବିଶାଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ।

ଏହି କାର୍ଯ୍ୟକ୍ରମରେ ସଦର ବିଧାୟକ ସୁଧୀର କୁମାର ସାମଲଙ୍କ ଉପସ୍ଥିତିରେ ବିଜୁ ମହିଳା ଜନତା ଦଳର ପ୍ରମୁଖ କର୍ମକର୍ତ୍ତାଙ୍କ ଗହଣରେ ଢେଙ୍କାନାଳ ନିର୍ବାଚନ ମଣ୍ଡଳୀର ଶତାଧିକ ମହିଳା ମାନେ ଉପସ୍ଥିତ ଥିଲେ।

Welcome to Odisha News24

error: Content is protected !!
Chat on Whatsapp
1
Hello
Hello
How Can I Help You ?
%d bloggers like this: