ପୁଣି ୨୪ ଘଣ୍ଟାରେ ବଲାଙ୍ଗୀର ରେ ୧୮୯ ଓ ରାଜ୍ୟରେ ଚିହ୍ନଟ ହେଲେ ୬୧୧୬ କରୋନା ପଜିଟିଭ୍

ରିପୋର୍ଟ: ଓଡିଶା ନ୍ୟୁଜ୨୪ ବ୍ୟୁରୋ //
ଭୁବନେଶ୍ୱର (୨୫/୦୪): କରୋନା କାୟାରେ ରାଜ୍ୟ । ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୧୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୫୪୬ ଚିହ୍ନଟ ହୋଇଥିବା ବେଳେ ୨୫୭୦ ଜଣ ଲୋକାଲ କେସ ଚିହ୍ନଟ ହୋଇଛନ୍ତି ।

ଏହା ସହ ଗତ ୨୪ଘଣ୍ଟା ଭିତରେ ୪୩୭୫୬ ନମୂନା ପରୀକ୍ଷଣ ହୋଇଛି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭୫ ପଜିଭିଟ୍ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୭୮୫ ଏବଂ ନୂଆପଡ଼ାରୁ ୪୩୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିଭଳି ଅନୁଗୁଳରୁ ୧୫୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୦୨ଜଣ, ବରଗଡ଼ରୁ ୨୬୨, ଭଦ୍ରକରୁ ୮୭ଜଣ, ବଲାଙ୍ଗୀରରୁ ୧୮୯ଜଣ, ବୌଦ୍ଧରୁ ୩୨ଜଣ, କଟକରୁ ୩୪୩ଜଣ, ରେ ଦେଓଗଡ଼ରୁ ୩୯ଜଣ, ଢ଼େଙ୍କାନାଳରୁ ୮ଜଣ, ଗଜପତିରୁ ୭୮ଜଣ, ଗଞ୍ଜାମରୁ ୧୩୪ଜଣ, ଜଗତସିଂହପୁରରୁ ୭୩ଜଣ, ଯାଜପୁରରୁ ୩୨୪ଜଣ, ଝାରସୁଗୁଡ଼ାରୁ ୨୫୪ଜଣ, କଳାହାଣ୍ଡିରୁ ୩୨୧ଜଣ, କନ୍ଧମାଳରୁ ୩୬ଜଣ, କେନ୍ଦ୍ରାପଡ଼ାରୁ ୪୬ଜଣ, କେନ୍ଦୁଝରରୁ ୧୧୮ଜଣ,କୋରାପୁଟରୁ ୭୧ଜଣ, ମାଲକାନଗିରିରୁ ୩୨ଜଣ, ମୟୂରଭଞ୍ଜରୁ ୧୫୮ଜଣ, ନବରଙ୍ଗପୁରରୁ ୩୧୮ଜଣ, ନୟାଗଡ଼ରୁ ୯୯ଜଣ, *ପୁରୀରୁ ୧୮୦ଜଣ, ରାୟଗଡ଼ାରୁ ୧୦୪ଜଣ,* ସମ୍ବଲପୁରରୁ ୨୮୦ଜଣ, ସୋନପୁରରୁ ୮ଜଣ ଏବଂ ଷ୍ଟେଟ ପୁଲରୁ ୧୭୯ଜଣ ସଂକ୍ରମିତ ରହିଛନ୍ତି।

Welcome to Odisha News24

error: Content is protected !!
Chat on Whatsapp
1
Hello
Hello
How Can I Help You ?
%d bloggers like this: