ସିଦ୍ଧାର୍ଥ ମହାବିଦ୍ୟାଲୟରେ ମୋ କଲେଜ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ରିପୋର୍ଟ: ଧ୍ରୁବରାଜ ମିଶ୍ର //
ବିନିକା (୨୧/୩): ବିନିକା ସିଦ୍ଧାର୍ଥ ଡିଗ୍ରୀ ମହାବିଦ୍ୟାଳୟରେ ଓଡିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ମୋ କଲେଜ ଅଭିଯାନକୁ ଆରମ୍ଭ କରିଥିଲେ ଅଧ୍ୟକ୍ଷ ଧୀରେନ୍ଦ୍ର କୁମାର ନାୟକ |

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦଘାଟିତ ଏହି କାର୍ଯ୍ୟକ୍ରମର ଜୀବନ୍ତ ପ୍ରସାରଣ ସିଦ୍ଧାର୍ଥ ଡିଗ୍ରୀ ମହାବିଦ୍ୟାଳୟ କକ୍ଷ୍ୟରେ ପ୍ରଦର୍ଶିତ କରାଯାଇଥିଲା | ଏହି କାର୍ଯ୍ୟକ୍ରମରେ ପୂର୍ବତନ ଛାତ୍ର ଛାତ୍ରୀ ଓ ଛାତ୍ରସଂସଦର ସଭାପତି ଓ ସମ୍ପାଦକ ତଥା ବହୁ ଭୁଦ୍ଧିଜୀବୀ ଉପସ୍ଥିତ ଥିଲେ ।

Welcome to Odisha News24

error: Content is protected !!
%d bloggers like this: