ଟିଟିଲାଗଡ଼ରେ ଅଂଶୁଘାତରେ ଜଣେ ମୃତ

Date:

Share post:

ଟିଟିଲାଗଡ଼, (୨୯/୦୫) : ଆପ୍ର : ରାଜ୍ୟରେ ପାରଦ ମିଟର ବଢିଚାଲିଛି । ଅଧିକାଂଶ ଜିଲ୍ଲାରେ ୪୦ ଉପରେ ତାପମାତ୍ରା । ଏହା ଭିତରେ ଆସିଛି ଏକ ଅଂଶୁଘାତ ମୃତ୍ୟୁ ଖବର ।

ଗତ ୨୫ ତାରିଖ ଟିଟିଲାଗଡ ସହରର ମହାରାଜ ସାଗର ହିଡ ଉପରୁ ଜଣେ ଯୁବକର ମୃତଦେହ ଉଦ୍ଧାର ହୋଇଥିଲା । ମୃତକଙ୍କୁ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ରେ ଭର୍ତ୍ତି କରାଯାଇଥିଲା । ଅଂଶୁଘାତରେ ଯୁବକଙ୍କ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରୁ ସ୍ପଷ୍ଟ ହୋଇଛି । ଯୁବକଙ୍କର ପରିଚୟ ମିଳିନଥିବା ବେଳେ ଟିଟିଲାଗଡ଼ରେ ଏହାକୁ ଚଳିତ ବର୍ଷର ପ୍ରଥମ ଅଂଶୁଘାତଜନିତ ମୃତ୍ୟୁ ବୋଲି ଡାକ୍ତର କହିଛନ୍ତି ।

LEAVE A REPLY

Please enter your comment!
Please enter your name here

spot_img

Related articles

NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ, ପୁନଃପରୀକ୍ଷାକୁ ସ୍ୱଚ୍ଛ ଓ ନକଲ-ମୁକ୍ତ କରିବା ପାଇଁ NTAର ଗାଇଡ୍ ଲାଇନ୍

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ ! । ପରୀକ୍ଷା ହଲ୍ କୁ ଯିବା ପୂର୍ବରୁ ହେବ ବାୟୋମେଟ୍ରିକ୍...

ଫୁଡ୍ ବିଜନେସ୍ କରୁଥିବା ଲୋକଙ୍କ ପାଇଁ FSSAI ର ନୂଆ ନିୟମ, କଳଙ୍କୀ ଛୁରି ବ୍ୟବହାର ମନା

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : ରେଷ୍ଟୁରାଣ୍ଟ, ହୋଟେଲ, ଢାବା ଏବଂ ଫୁଡ୍ ଫ୍ୟାକ୍ଟ୍ରିରେ ଖାଇବା କ୍ବାଲିଟିକୁ ନେଇ ନିୟମ କଡ଼ା ବୋକୁ ଯାଉଛି...

ଗ୍ରୀଷ୍ମ ପ୍ରବାହ ଯୋଗୁଁ ପାଣି ସଙ୍କଟର ଉତ୍କଟ ରୂପ ଧାରଣ

ବେଲପଡ଼ା, (୧୯/୦୬) : ଆପ୍ର : ଗ୍ରୀଷ୍ମ ପ୍ରବାହ ବଢ଼ିବା ସହିତ ପାଣି ସଙ୍କଟ ମଧ୍ୟ ଉତ୍କଟ ରୂପ ଧାରଣ କରିଛି । ବଲାଙ୍ଗିର ଜିଲ୍ଲା...

ପୂର୍ବ ଶତ୍ରୁତା ନେଲା ଜୀବନ; ଘରେ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ହତ୍ୟା, ଅଭିଯୁକ୍ତ ଅଟକ

ବରଗଡ଼, (୧୯/୦୬) : ଆପ୍ର : ପୂର୍ବ ଶତ୍ରୁତାର ଭୟଙ୍କର ପରିଣତି । ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା...