ବିଷାକ୍ତ ସାପ କାମୁଡ଼ାରେ ଯୁବକ ମୃତ

Date:

Share post:

କେନ୍ଦୁଝର // ଆନନ୍ଦପୁର, (୦୪/୦୬) : ଆପ୍ର : ବିଷାକ୍ତ ସାପ କାମୁଡ଼ାରେ ଯୁବକ ମୃତ । ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ ବେଲଦା ଗାଁ’ରେ ବିଷାକ୍ତ ସାପ କାମୁଡ଼ାରେ ପାଗଳ ଦେହୁରୀଙ୍କ ପୁଅ ସିପୁର ଜୀବନ ଯାଇଛି ।

ଗତକାଲି ରାତିରେ ସିପୁ ଖାଇବା ପରେ ଶୋଇବାକୁ ଯାଇଥିଲା । ରାତି ୩ରୁ ତାକୁ ସାପ କାମୁଡି ଦେଇଥିବା କହିବା ପରେ ପରିବାର ଲୋକେ ପ୍ରଥମେ ତାକୁ ସାଇଁକୁଳ ମେଡିକାଲକୁ ନେଇଯାଇଥିଲେ ହେଲେ ସେଠାରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ଆନନ୍ଦପୁର ମେଡିକାଲକୁ ନେଇ ଆସିବାପରେ ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଯବାନ ପୁଅର ମୃତ୍ୟୁପରେ ପରିବାରରେ ଶୋକରଛାୟା ଖେଳିଯାଇଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ବରଗଡ଼ରେ ସରକାରୀ ବ୍ୟବସ୍ଥାର ବିକଳ ଚିତ୍ର: ମିଳିଲାନି ଶବବାହୀ ଗାଡ଼ି, ବାଧ୍ୟ ହୋଇ ସାଇକେଲରେ ଶବ ବୋହିଲେ ପରିବାର ଲୋକ

ବରଗଡ, (୨୬/୦୬) : ଆପ୍ର : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗାଁ'ରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି ।...

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା, ୮ ରାଉଣ୍ଡ ଗୁଳି ମାଡ଼

ବାଲେଶ୍ଵର, (୨୬/୦୬) : ଆପ୍ର : ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା । ଗୋଟିଏ କି ଦୁଇଟି ନୁହେଁ ଆଠଟି ଗୁଳି...

ପୁରୀ ସମୁଦ୍ରରେ ଅଘଟଣ, ବୁଡ଼ିଯାଉଥିବା ବେଳେ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ, (୨୬/୦୬) : ଆପ୍ର : ବୁଡ଼ିଯାଉଥିବା ବେଳେ ପର୍ଯ୍ୟଟକ ଉଦ୍ଧାର । ପୁରୀ ସମୁଦ୍ରରେ ବୁଡ଼ିଯାଉଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ । କ୍ୟାମେରାରେ...

ମଣ୍ଡିରୁ ଉଠୁନି ଧାନ, ଚିନ୍ତାରେ ଚାଷୀ

ସୁବର୍ଣ୍ଣପୁର, (୨୬/୦୬) : ଆପ୍ର : ମଣ୍ଡିରେ ପଡ଼ିଛି ଧାନ । ଚିନ୍ତାରେ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର ଅଞ୍ଚଳର ଚାଷୀ । ୧୫ଦିନ...