ପାଣି ପିଇବାକୁ ଆସିଲା କୁଟ୍ରା, ଘେରିଗଲେ କୁକୁର

Date:

Share post:

ରାଇକିଆ, (୨୫/୦୫) : ଆପ୍ର : ଜଙ୍ଗଲରୁ ପାଣି ସନ୍ଧାନରେ ଗାଁ ନିକଟକୁ ଚାଲିଆସିଥିବା ଏକ କୁଟ୍ରାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛି ରାଇକିଆ ବନବିଭାଗକୁଟ୍ରା

ପାଟଳୀ ସାହି ନିକଟ ଏକ ଚୁଆକୁ ଆସି ପାଣି ପିଉଥିବାବେଳେ କୁକୁରମାନଙ୍କ ଆକ୍ରମଣରେ କୁଟରାଟି ରକ୍ତାକ୍ତ ହୋଇଥିଲା । ଓ ସ୍ଥାନୀୟ ବାସିନ୍ଦା ଙ୍କ ତରଫରୁ ଖବର ପାଇ ରାଇକିଆ ବନ ବିଭାଗ କର୍ମଚାରୀ ମାନେ କୁଟ୍ରାକୁ ଉଦ୍ଧାର କରି ରାଇକିଆ ପ୍ରାଣୀ ଚିକିତ୍ସାଳୟରେ ଆଣି ଚିକିତ୍ସା କରାଇଥିଲେ । ଓକୁଟ୍ରାଟି ସୁସ୍ଥ ହେଲା ପରେ ତାକୁ ପୁଣି ଥରେ ଜଙ୍ଗଲରେ ଛାଡି ଦିଆଯିବ ବୋଲି ବନ ବିଭାଗ କର୍ମଚାରୀ ସୂଚନା ଦେଇଛନ୍ତି । ବହୁ ସୁନ୍ଦର୍ ଭାବ ରେ ସେମାନେ ସେବା କରିଥିଲେ ।

LEAVE A REPLY

Please enter your comment!
Please enter your name here

spot_img

Related articles

ଜୁନ୍ ୧୯ରେ ଶୀତଳ ଷଷ୍ଠୀ ଯାତ୍ରା, ବଲାଙ୍ଗିରରେ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (୧୩/୦୬) : ଆପ୍ର : ଆଉ କେଇଟା ଦିନ ପରେ ଅନୁଷ୍ଠିତ ହେବ ପବିତ୍ର ଶୀତଳ ଷଷ୍ଠୀ ଯାତ୍ରା । ମା' ପାର୍ବତୀ...

ବିନିକା ମାରୱାଡି ଯୁବାମଞ୍ଚ ପକ୍ଷରୁ ରକ୍ତଦାନ ଶିବିର : ୫୯ ୟୁନିଟ ରକ୍ତ ସଂଗ୍ରହ

ସୁବର୍ଣ୍ଣପୁର, (୧୨/୦୬) : ଆପ୍ର : ଓଡ଼ିଶା ପ୍ରାନ୍ତୀୟ ମାରୱାଡି ଯୁବା ମଞ୍ଚ ଙ୍କ ନିର୍ଦ୍ଦେଶ କ୍ରମେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ମାରୱାଡି ୟୁବା...

ଗଛରେ ପିଟି ହେଲା ବାଇକ, ଜଣେ ମୃତ , ଦୁଇ ଗୁରୁତର

ରାଇକିଆ, (୧୩/୦୬) : ଆପ୍ର : କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଚାଞ୍ଜେଡି ଛକରେ ଏକ ଗଛରେ ପିଟି ହୋଇ ଜଣେ ଯୁବକର...

ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ବେଳେ ୯ଜଣ ନାବାଳିକା ଉଦ୍ଧାର

ନବରଙ୍ଗପୁର, (୧୩/୦୬) : ଆପ୍ର : ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ବେଳେ ୯ଜଣ ନାବାଳିକାକୁ ଉଦ୍ଧାର କଲା ପୋଲିସ । ନବରଙ୍ଗପୁର...