ରାଜଧାନୀରେ ବୁଲିଲା ଖଣ୍ଡା, ପୂର୍ବ ଶତ୍ରୁତାକୁ ନେଇ ମରଣାନ୍ତକ ଆକ୍ରମଣ

Date:

Share post:

ଭୁବନେଶ୍ବର, (୦୬/୦୬) : ଆପ୍ର : ରାଜଧାନୀରେ ବୁଲିଲା ଖଣ୍ଡା । ପୂର୍ବ ଶତ୍ରୁତାକୁ ନେଇ ରକ୍ତାକ୍ତ ଆକ୍ରମଣ । ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଖଣ୍ଡାରେ ଆକ୍ରମଣ କଲେ ଦୁର୍ବୁତ୍ତ ।

ଡାଳଖାଇ ମନ୍ଦିର ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁର୍ବୃତ୍ତମାନେ ଖଣ୍ଡାରେ ଆକ୍ରମଣ କରିଥିଲେ । ହଳଦୀପଡ଼ିଆ ଅଞ୍ଚଳର କିଛି ଯୁବକ ଏହି ଆକ୍ରମଣ କରିଥିବା ସୂଚନା । ଆକ୍ରମଣରେ ଦାଦା ପୁତୁରା ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସା ପାଇଁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣା କୁ ନେଇ ଲକ୍ଷ୍ମୀସାଗର ପୋଲିସ ଆରମ୍ଭ କରିଛି ଛାନବିନ। ଅନ୍ୟପଟେ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ଆକ୍ରମଣ ଘଟଣା । ଏହି ଆକ୍ରମଣ ମାମଲାରେ ଅଭିଯୁକ୍ତ ବିନୋଦ ବିହାରୀ ବଳଙ୍କୁ ଭରତପୁର ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିବା ପରେ ଥାନା ପରିସରରେ ଦେଖାଦେଇଛି ଉତ୍ତେଜନା । ବରମୁଣ୍ଡା ହାଉସିଂ ବୋର୍ଡ ଅଞ୍ଚଳର ବାସିନ୍ଦାମାନେ ବିନୋଦଙ୍କୁ ବିନା କାରଣରେ ଗିରଫ କରାଯାଇଥିବା ଏବଂ ପୋଲିସ ଏକପାଖିଆ ଭାବେ ଅଭିଯୋଗ ଶୁଣି କାର୍ଯ୍ୟାନୁଷ୍ଠାନ ନେଇଥିବା ଅଭିଯୋଗ ଆଣିଛନ୍ତି ।

LEAVE A REPLY

Please enter your comment!
Please enter your name here

spot_img

Related articles

ବରଗଡ଼ରେ ସରକାରୀ ବ୍ୟବସ୍ଥାର ବିକଳ ଚିତ୍ର: ମିଳିଲାନି ଶବବାହୀ ଗାଡ଼ି, ବାଧ୍ୟ ହୋଇ ସାଇକେଲରେ ଶବ ବୋହିଲେ ପରିବାର ଲୋକ

ବରଗଡ, (୨୬/୦୬) : ଆପ୍ର : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗାଁ'ରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି ।...

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା, ୮ ରାଉଣ୍ଡ ଗୁଳି ମାଡ଼

ବାଲେଶ୍ଵର, (୨୬/୦୬) : ଆପ୍ର : ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା । ଗୋଟିଏ କି ଦୁଇଟି ନୁହେଁ ଆଠଟି ଗୁଳି...

ପୁରୀ ସମୁଦ୍ରରେ ଅଘଟଣ, ବୁଡ଼ିଯାଉଥିବା ବେଳେ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ, (୨୬/୦୬) : ଆପ୍ର : ବୁଡ଼ିଯାଉଥିବା ବେଳେ ପର୍ଯ୍ୟଟକ ଉଦ୍ଧାର । ପୁରୀ ସମୁଦ୍ରରେ ବୁଡ଼ିଯାଉଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ । କ୍ୟାମେରାରେ...

ମଣ୍ଡିରୁ ଉଠୁନି ଧାନ, ଚିନ୍ତାରେ ଚାଷୀ

ସୁବର୍ଣ୍ଣପୁର, (୨୬/୦୬) : ଆପ୍ର : ମଣ୍ଡିରେ ପଡ଼ିଛି ଧାନ । ଚିନ୍ତାରେ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର ଅଞ୍ଚଳର ଚାଷୀ । ୧୫ଦିନ...