ପୁଣି ରାଜଧାନୀରେ ବୁଲିଲା ଖଣ୍ଡା, ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

Date:

Share post:

ଭୁବନେଶ୍ୱର, (୦୪/୦୬) : ଆପ୍ର : ରାଜଧାନୀରେ ପୁଣି ବୁଲିଲା ଖଣ୍ଡା । ଭୁବନେଶ୍ୱରରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

କ୍ୟାପିଟାଲ ଥାନା ଅଞ୍ଚଳ ଫାଳିକିଆ ବସ୍ତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର ଯୁବକ ହେଲେ ଡି. ହରିକୃଷ୍ଣ । ଦୁର୍ବୃତ୍ତମାନେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଥିଲେ । ଆକ୍ରମଣରେ ସେ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାକୁ ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ ହୋଇଛି । ପୋଲିସ ତଦନ୍ତ ଜୋରଦାର କରିଛି । ଫେରାର ଆକ୍ରମଣକାରୀଙ୍କୁ ଧରିବା ପାଇଁ ପୋଲିସ ତନାଘନା ଚଳାଇଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଜିଲ୍ଲାସ୍ତରୀୟ ଜୈବ କୃଷି ଓ ପ୍ରାକୃତିକ କୃଷି କର୍ମଶାଳା

ବଲାଙ୍ଗିର, (୨୫/୦୬) : ଆପ୍ର : ମାଟିର ଉର୍ବରତା ରକ୍ଷା କରିବା ସହ ମାନବ ସମାଜକୁ ବିଷମୁକ୍ତ ଖାଦ୍ୟ ଯୋଗାଇବା ଲକ୍ଷ୍ୟରେ ସ୍ଥାନୀୟ କୋଶଳ...

ନୂଆପଡା ଜିଲ୍ଲାରେ ବିଷ ପିଇ ଚାଷୀ ଆତ୍ମହତ୍ୟା ଅଭିଯୋଗ

ନୂଆପଡ଼ା, (୨୫/୦୬) : ଆପ୍ର : ନୂଆପଡା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ଜଡ଼ାମୁଣ୍ଡା ଗାଁରେ ଜଣେ ଚାଷୀ ବିଷ ପିଇ ଆତ୍ମହତ୍ୟା କରିଥିବା...

ପୁରୀରେ ପହଁଚିଲା ରଥ ଦଉଡ଼ି

ପୁରୀ, (୨୫/୦୬) : ଆପ୍ର : ବିଶ୍ୱନିଅନ୍ତାଙ୍କ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ପୁରୀରେ ତିନି ରଥ ଦଉଡ଼ି ପହଁଚିଛି । ଦୁଇଟି...

କନ୍ଧମାଳରେ ଚାଞ୍ଚଲ୍ୟ; ନାବାଳିକାଙ୍କ ଗଣଦୁଷ୍କର୍ମ ଅଭିଯୋଗ ପରେ ଜି.ଉଦୟଗିରି ପୋଲିସର ତଦନ୍ତ ଆରମ୍ଭ

କନ୍ଧମାଳ, (୨୫/୦୬) : ଆପ୍ର : କନ୍ଧମାଳ ଜିଲ୍ଲାରେ ଜଣେ ନାବାଳିକାଙ୍କ ଗଣଦୁଷ୍କର୍ମ ଅଭିଯୋଗକୁ ନେଇ ଚର୍ଚ୍ଚା ବଢ଼ିଛି । ଏହି ଘଟଣାରେ ପୋଲିସ...