Homebreaking newsକଟକ ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ, ମହିଳା ଆଇଆଇସିଙ୍କ ସନ୍ଦେହଜନକ ମୃତ୍ୟୁ

କଟକ ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ, ମହିଳା ଆଇଆଇସିଙ୍କ ସନ୍ଦେହଜନକ ମୃତ୍ୟୁ

କଟକ, (୦୪/୦୭) : ଆପ୍ର : ମହିଳା ଆଇଆଇସିଙ୍କ ସନ୍ଦେହଜନକ ମୃତ୍ୟୁ । କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି ।

ଆଇଆଇସିଙ୍କ କ୍ବାର୍ଟର୍ସରୁ ମୃତଦେହ ମିଳିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ମଧ୍ୟ ଚାଞ୍ଚଲ୍ୟ ଖେଳିଯାଇଛି । ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ପୂର୍ବରୁ ସେ ପାହାଳ ଥାନା ଆଇଆଇସି ଭାବେ କାର୍ଯ୍ୟ କରିଛନ୍ତି । ତେବେ ପ୍ରଶ୍ନ ଉଠୁଛି- ଥାନା କ୍ୱାର୍ଟର୍ସରେ କ’ଣ ଘଟିଲା ? IICଙ୍କ ମୃତ୍ୟୁ ପଛର କ’ଣ କାରଣ? ଏ ସଂପର୍କରେ କୌଣସି ପୋଲିସ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments