ବଜ୍ରାଘାତରେ ଜଳିଗଲା ତିନି ବଖରା ଘର

Date:

Share post:

ଭଦ୍ରକ, (୩୧/୦୫) : ଆପ୍ର : କାଳ ବୈଶାଖୀ ପ୍ରଭାବ ଯୋଗୁ ବଜ୍ରାଘାତରେ ଜଳିଗଲା ତିନି ବଖରା ଘର

ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ଅଧୀନସ୍ଥ ଦହପାଣିଆ ଗାଁ’ର ବିଷ୍ଣୁ ମୋହନ ମହାଳିକଙ୍କ ତିନି ବଖରା ଘର ଆଜି ବଜ୍ରାଘାତ ଯୋଗୁଁ ଜଳି ଯାଇଥିବା ଦେଖିବାକୁ ମିଳିଛି । ଗାଁ ଲୋକ ଓ ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା କରିଥିଲାବେଳେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଂଚି ଥିଲେ । ତେବେ ସେତେବେଳକୁ ଘରଟି ସମ୍ପୂର୍ଣ୍ଣ ଜଳି ଯିବା ସହ ଘରର ଆବଶ୍ୟକ ଜିନିଷ ପତ୍ର ଜଳି ପୋଡ଼ି ନଷ୍ଟ ହୋଇ ଯାଇଛି । ଫଳରେ ପରିବାର ଲୋକେ ନାହିଁ ନଥିବା ଅବସ୍ଥାରେ ଖୋଲା ଆକାଶ ତଳେ ପଡିରହିଥିବା ଦେଖିବା ପାଇଁ ମିଳିଛି । ପ୍ରଶାସନ ତରଫରୁ ତୁରନ୍ତ ସହାୟତା ଯୋଗାଇବା ପାଇଁ ଦାବି ହୋଇଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଜମି ବିବାଦକୁ ନେଇ ନିଆଁ ଲଗାଇଲେ ଦୁର୍ବୃତ୍ତ

କଣ୍ଟାବାଞ୍ଜି, (୨୦/୦୬) : ଆପ୍ର : ଜମିର ମରାମତି କରୁଥିବାବେଳେ ଚାରି ଜଣ ଡ୍ରାଇଭରଙ୍କୁ ନିସ୍ତୁକ ମାଡ ମାରି ତିନୋଟି ଟ୍ରାକ୍ଟର ଓ ଗୋଟିଏ...

ଜେ.କେ କାଗଜ କଳର ପୂର୍ବତନ ଅଧ୍ୟକ୍ଷ ସ୍ଵର୍ଗତ ହରି ଶଙ୍କର ସିଂଘାନିଆଙ୍କ ୯୩ତମ ଜନ୍ମଦିନ ପାଳନ

ରାୟଗଡା, (୨୦/୦୬) : ଆପ୍ର : ଜେ.କେ କାଗଜ କଳର ପୂର୍ବତନ ଅଧ୍ୟକ୍ଷ ସ୍ୱର୍ଗତ ହରି ଶଙ୍କର ସିଂଘାଣିଆଙ୍କ ୯୩ତମ ଜନ୍ମ ଦିନ ପାଳନ...

ଗାଁ ଦୁଆରେ ସରକାର: ୨୦ ଜୁନ୍‌ରୁ ପ୍ରତି ପଞ୍ଚାୟତରେ ‘ଜନକଲ୍ୟାଣ ଶିବିର’

ଭୁବନେଶ୍ୱର, (୨୦/୦୬) : ଆପ୍ର : ସରକାରୀ ଯୋଜନାର ଲାଭ ଯେପରି କୌଣସି ଯୋଗ୍ୟ ହିତାଧିକାରୀଙ୍କ ନିକଟରୁ ବଞ୍ଚିତ ନ ହୁଏ ଏବଂ ଜନସାଧାରଣଙ୍କ...

ମୁହଁକୁ ସ୍ପ୍ରେ ମାରିଲେ ସୁନା ଚେନ୍ ନେଇ ଫେରାର ମାରିଲେ ଦୁର୍ବୃତ୍ତ

କେନ୍ଦୁଝର, (୨୦/୦୬) : ଆପ୍ର : ମୁହଁରେ ସ୍ପ୍ରେ ମାରି ଲୁଟିନେଲେ ସୁନା ଚେନ୍ । କେନ୍ଦୁଝରରେ ମହିଳାଙ୍କ ବେକରୁ ଦେଢ଼ ଭରିର ସୁନା...