Homelocalବର୍ଷା ପାଇଁ ଭଦ୍ରକରେ ସ୍କୁଲ ଛୁଟି ଘୋଷଣା

ବର୍ଷା ପାଇଁ ଭଦ୍ରକରେ ସ୍କୁଲ ଛୁଟି ଘୋଷଣା

ଭଦ୍ରକ, (୧୪/୦୭) : ଆପ୍ର : ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲରେ ଛୁଟି ଘୋଷଣା କରାଯାଇଛି

ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ସର୍ବାଧିକ ପ୍ରାଥମିକତା ଦେଇ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି । ଜିଲ୍ଲାରେ ଲଗାତାର ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଏବଂ ଯାତାୟାତ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଥିବାରୁ ଏହି ପଦକ୍ଷେପ ନିଆଯାଇଛି । ସ୍କୁଲ୍‌କୁ ଯିବା ସମୟରେ ଛାତ୍ରଛାତ୍ରୀମାନେ କୌଣସି ପ୍ରକାର ବିପଦର ସମ୍ମୁଖୀନ ନ ହୁଅନ୍ତୁ, ସେଥିପାଇଁ ପ୍ରଶାସନ ସତର୍କତାମୂଳକ ଭାବେ ଛୁଟି ଘୋଷଣା କରିଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments