ଟିଟିଲାଗଡରେ କାଳବୈଶାଖୀ ଯୋଗୁଁ ବିଭିନ୍ନ ସ୍ଥାନରେ ଗଛ ପଡ଼ିବା ସହ ଲାଇଟ ପୋଲ ଭାଙ୍ଗିଛି : ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ

Date:

Share post:

ଟିଟିଲାଗଡ, (୩୦/୦୫) : ଆପ୍ର : ଶୁକ୍ରବାର ସନ୍ଧ୍ୟାରେ ହୋଇଥିବା କାଳବୈଶାଖୀ ଯୋଗୁଁ ଟାଉନରେ ଆଠ ଦଶଟା ବିଦ୍ୟୁତ୍‌ ପୋଲ ଭାଙ୍ଗିଯାଇଛି

ସେହିପରି ୩୩ କେଭି ଗ୍ରୀଡ ବି ପ୍ରୋବଲେମ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି । ବହୁତ ସ୍ଥାନରେ ଗଛ ବି ପଡ଼ିଯାଇଛି । ଥାନାଧିକାରୀ ମନୋଜ କୁମାର ମୁଣ୍ଡା ଓ ଅନ୍ୟ ପୋଲିସ କର୍ମଚାରୀ ସହରରେ ପେଟ୍ରୋଲିଂ କରୁଥିବା ବେଳେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଥିବା ଦେଖି ନିଜେ ଓ ଅନ୍ୟ ଷ୍ଟାଫ ମିଶି ଗଛ ସଫା କରୁଥିବା ଦେଖିବାକୁ ମିଳିଥିଲା । ତେବେ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ହୋଇଥିବା ବେଳେ ବିଦ୍ୟୁତ୍‌ ବିଭାଗ କର୍ମଚାରୀମାନେ ମରାମତି କରିବା ସହ ଶୀଘ୍ର ବିଦ୍ୟୁତ୍‌ ଯୋଗାଣ ପାଇଁ ଯୁଦ୍ଧ ଭିତ୍ତିରେ କାର୍ଯ୍ୟ ଆରମ୍ଭ କରିଛନ୍ତି । ତେବେ ଲାଇଟ୍ କେତେବେଳେ ଆସିବ ଲୋକ ଅପେକ୍ଷା କରି ଚାହିଁ ବସିଛନ୍ତି ।

LEAVE A REPLY

Please enter your comment!
Please enter your name here

spot_img

Related articles

NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ, ପୁନଃପରୀକ୍ଷାକୁ ସ୍ୱଚ୍ଛ ଓ ନକଲ-ମୁକ୍ତ କରିବା ପାଇଁ NTAର ଗାଇଡ୍ ଲାଇନ୍

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ ! । ପରୀକ୍ଷା ହଲ୍ କୁ ଯିବା ପୂର୍ବରୁ ହେବ ବାୟୋମେଟ୍ରିକ୍...

ଫୁଡ୍ ବିଜନେସ୍ କରୁଥିବା ଲୋକଙ୍କ ପାଇଁ FSSAI ର ନୂଆ ନିୟମ, କଳଙ୍କୀ ଛୁରି ବ୍ୟବହାର ମନା

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : ରେଷ୍ଟୁରାଣ୍ଟ, ହୋଟେଲ, ଢାବା ଏବଂ ଫୁଡ୍ ଫ୍ୟାକ୍ଟ୍ରିରେ ଖାଇବା କ୍ବାଲିଟିକୁ ନେଇ ନିୟମ କଡ଼ା ବୋକୁ ଯାଉଛି...

ଗ୍ରୀଷ୍ମ ପ୍ରବାହ ଯୋଗୁଁ ପାଣି ସଙ୍କଟର ଉତ୍କଟ ରୂପ ଧାରଣ

ବେଲପଡ଼ା, (୧୯/୦୬) : ଆପ୍ର : ଗ୍ରୀଷ୍ମ ପ୍ରବାହ ବଢ଼ିବା ସହିତ ପାଣି ସଙ୍କଟ ମଧ୍ୟ ଉତ୍କଟ ରୂପ ଧାରଣ କରିଛି । ବଲାଙ୍ଗିର ଜିଲ୍ଲା...

ପୂର୍ବ ଶତ୍ରୁତା ନେଲା ଜୀବନ; ଘରେ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ହତ୍ୟା, ଅଭିଯୁକ୍ତ ଅଟକ

ବରଗଡ଼, (୧୯/୦୬) : ଆପ୍ର : ପୂର୍ବ ଶତ୍ରୁତାର ଭୟଙ୍କର ପରିଣତି । ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା...