ଆମ୍ବୁଲାନ୍ସକୁ ପିଟିଲା ମାଟି ବୋଝେଇ ଡମ୍ପର, ରୋଗୀ ଗୁରୁତର

Date:

Share post:

ଜଳେଶ୍ୱର, (୩୦/୦୫) : ଆପ୍ର : ରୋଗୀ ନେଇ ଫେରୁଥିବା ବେଳେ ଆମ୍ବୁଲାନ୍ସକୁ ପଛପଟୁ ପିଟିଲା ମାଟି ବୋଝେଇ ଡମ୍ପର । ଦୁର୍ଘଟଣାରେ ଆମ୍ବୁଲାନ୍ସରେ ଯାଉଥିବା ରୋଗୀ ଗୁରୁତର ସୂଚନା ।

ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ଦାନ୍ତୋନ ଥାନା ଏଗ୍ରା ଅଞ୍ଚଳର ଜଣେ ମହିଳା କଟକ ଏସସିବିରେ ଭର୍ତ୍ତି ହୋଇଥିଲେ । ତେବେ ରୋଗୀ ଚିକିତ୍ସା ପରେ ସାମାନ୍ୟ ସୁସ୍ଥ ହେବାରୁ ଆମ୍ବୁଲାନ୍ସ ଯୋଗେ ଦାନ୍ତୋନ ଫେରୁଥିଲେ । ୧୬ ନମ୍ବର ଜାତୀୟ ରାଜପଥର ବାଲେଶ୍ବର ସନ୍ତୋଷପୁର ନିକଟରେ ଏକ ମାଟି ବୋଝେଇ ଡମ୍ଫର ଆମ୍ବୁଲାନ୍ସ ପଛପଟୁ ଧକ୍କା ଦେଇଥିଲା । ଫଳରେ ଆମ୍ବୁଲାନ୍ସ ରେ ଥିବା ରୋଗୀ ଗୁରୁତର ଆହତ ହୋଇଥିଲେ । ଘଟଣାସ୍ଥଳରେ ରାଜପଥ ପୋଲିସ ପହଞ୍ଚି ଅନ୍ୟ ଏକ ଆମ୍ବୁଲାନ୍ସ ଯୋଗେ ଗୁରୁତର ରୋଗୀଙ୍କୁ ଦାନ୍ତୋନ ଅଞ୍ଚଳକୁ ପଠାଇଥିଲା ।

LEAVE A REPLY

Please enter your comment!
Please enter your name here

spot_img

Related articles

NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ, ପୁନଃପରୀକ୍ଷାକୁ ସ୍ୱଚ୍ଛ ଓ ନକଲ-ମୁକ୍ତ କରିବା ପାଇଁ NTAର ଗାଇଡ୍ ଲାଇନ୍

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ ! । ପରୀକ୍ଷା ହଲ୍ କୁ ଯିବା ପୂର୍ବରୁ ହେବ ବାୟୋମେଟ୍ରିକ୍...

ଫୁଡ୍ ବିଜନେସ୍ କରୁଥିବା ଲୋକଙ୍କ ପାଇଁ FSSAI ର ନୂଆ ନିୟମ, କଳଙ୍କୀ ଛୁରି ବ୍ୟବହାର ମନା

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : ରେଷ୍ଟୁରାଣ୍ଟ, ହୋଟେଲ, ଢାବା ଏବଂ ଫୁଡ୍ ଫ୍ୟାକ୍ଟ୍ରିରେ ଖାଇବା କ୍ବାଲିଟିକୁ ନେଇ ନିୟମ କଡ଼ା ବୋକୁ ଯାଉଛି...

ଗ୍ରୀଷ୍ମ ପ୍ରବାହ ଯୋଗୁଁ ପାଣି ସଙ୍କଟର ଉତ୍କଟ ରୂପ ଧାରଣ

ବେଲପଡ଼ା, (୧୯/୦୬) : ଆପ୍ର : ଗ୍ରୀଷ୍ମ ପ୍ରବାହ ବଢ଼ିବା ସହିତ ପାଣି ସଙ୍କଟ ମଧ୍ୟ ଉତ୍କଟ ରୂପ ଧାରଣ କରିଛି । ବଲାଙ୍ଗିର ଜିଲ୍ଲା...

ପୂର୍ବ ଶତ୍ରୁତା ନେଲା ଜୀବନ; ଘରେ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ହତ୍ୟା, ଅଭିଯୁକ୍ତ ଅଟକ

ବରଗଡ଼, (୧୯/୦୬) : ଆପ୍ର : ପୂର୍ବ ଶତ୍ରୁତାର ଭୟଙ୍କର ପରିଣତି । ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା...