ଲଗାଣ ବର୍ଷାରେ ଭିଜିଲା ଟ୍ବିନସିଟି, ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ବର୍ଷା

Date:

Share post:

ଭୁବନେଶ୍ୱର, (୨୨/୦୬) : ଆପ୍ର : ଆସିଗଲା କି ମୌସୁମୀ । ସକାଳୁ ସକାଳୁ ଲଗାଣ ବର୍ଷାରେ ଭିଜୁଛି ଟ୍ବିନସିଟି । ୨୩ରୁ ସକ୍ରିୟ ହେବ ମୌସୁମୀ ।

ଅଧିକ ଅଗ୍ରସର ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି । ଆସନ୍ତାକାଲି ଓଡ଼ିଶାର ଆଉ କିଛି ଅଞ୍ଚଳକୁ ଛୁଇଁବ ମୌସୁମୀ । ଓଡ଼ିଶାରେ ମୌସୁମୀ ପହଞ୍ଚି ସାରଥିଲେ ବି ଏପର୍ଯ୍ୟନ୍ତ ସବୁ ଅଞ୍ଚଳକୁ ଛୁଇଁ ନାହିଁ । ଆସନ୍ତାକାଲି ଆଡ଼କୁ ମହରାଷ୍ଟ୍ର, ତେଲେଙ୍ଗାନା, ଓଡ଼ିଶା, ଝାଡ଼ଖଣ୍ଡ, ବିହାରର ଏବଂ ଛତିଶଗଡ଼ର ଆଉ କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ । ଆଜି ୩ ଜିଲ୍ଲାକୁ ଅରେଞ୍ଜ ଏବଂ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

୧୯ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ୍, ୨ ଗିରଫ

କଟକ, (୨୨/୦୬) : ଆପ୍ର : ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣରେ ଗଞ୍ଜେଇ ଜବତ୍ କରିଛି ଜିଲ୍ଲା ଅବକାରୀ...

ଚିକିତ୍ସାଳୟରୁ ନବଜାତ ଶିଶୁ ଚୋରି ଅଭିଯୋଗ, ଥାନାର ଦ୍ୱାରସ୍ଥ ହେଲେ ଦମ୍ପତି

ଉମରକୋଟ, (୨୨/୦୬) : ଆପ୍ର : ଚିକିତ୍ସାଳୟରୁ ନବଜାତ ଶିଶୁ ଚୋରି ଅଭିଯୋଗ । ଥାନାର ଦ୍ୱାରସ୍ଥ ହେଲେ ଦମ୍ପତି । ନବରଙ୍ଗପୁର ଜିଲ୍ଲା ଉମରକୋଟ...

କେନ୍ଦୁଝରରେ ଦନ୍ତା ଆତଙ୍କ, ହାତୀ ଚଳପ୍ରଚଳ କରିବାକୁ ନେଇ ଲୋକେ ଛାନିଆ

ବାଂଶପାଳ, (୨୨/୦୬) : ଆପ୍ର : କେନ୍ଦୁଝରରେ ଦନ୍ତା ଆତଙ୍କ । ଶୁଆକାଟୀ OMC ଖଣି ବାଇପାସ୍ ରାସ୍ତାରେ ହାତୀ ଚଳପ୍ରଚଳ କରିବାକୁ ନେଇ...

ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କ ନାଁ’ରେ ମାମଲା ରୁଜୁ

ବ୍ରହ୍ମପୁର, (୨୨/୦୬) : ଆପ୍ର : ଗଞ୍ଜାମ ଗୋଳନ୍ଥରା ଥାନା ଗାନ୍ଧୀ କଲେଜରେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ପୁରୁଷ ବନ୍ଧୁଙ୍କ ନାଁ'ରେ...