ଆକାଶ ନୁହେଁ ସଡକ ମାର୍ଗରେ ଆସିବେ ମହାମହିମ

Date:

Share post:

ଭୁବନେଶ୍ୱର, (୧୯/୦୬) : ଆପ୍ର : ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆକାଶ ନୁହେଁ ସଡକ ମାର୍ଗରେ ଆସିବେ ମହାମହିମ । ରାଷ୍ଟ୍ରପତିଙ୍କ ଗସ୍ତରେ ବିଳମ୍ବ । ପ୍ରତିକୂଳ ପାଗ ଯୋଗୁଁଁ ବିଳମ୍ବରେ ପହଞ୍ଚିବେ ରାଷ୍ଟ୍ରପତି ।

ରାଷ୍ଟ୍ରପତି ପଶ୍ଚିମବଙ୍ଗ କଲାଇକୁଣ୍ଡାରେ ପହଞ୍ଚି ସାରିଛନ୍ତି, ସେଠାରୁ ସଡକ ପଥରେ ଆସିବେ । ବିଶ୍ୱସ୍ତ ସୂତ୍ରରୁ ସୂଚନାନୁସାରେ ସଡକ ପଥରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି । ବାଙ୍ଗିରିପୋଷି, ବିଶୋୟୀ ହୋଇ ସଡକ ପଥରେ ରାଇରଙ୍ଗପୁରରେ ପହଞ୍ଚିବେ । ଅପରାହ୍ଣ ୩ଟା ୪୫ରେ ରାଇରଙ୍ଗପୁର ଦାଣ୍ଡବୋଷ ଏୟାରଷ୍ଟ୍ରିପରେ ପହଞ୍ଚିବାର ଥିଲା । ମାତ୍ର ପାଗ ଖରାପ ଯୋଗୁଁଁ ଆକାଶ ମାର୍ଗ ଛାଡି ସଡକ ମାର୍ଗରେ ଆସିବେ ।

LEAVE A REPLY

Please enter your comment!
Please enter your name here

spot_img

Related articles

NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ, ପୁନଃପରୀକ୍ଷାକୁ ସ୍ୱଚ୍ଛ ଓ ନକଲ-ମୁକ୍ତ କରିବା ପାଇଁ NTAର ଗାଇଡ୍ ଲାଇନ୍

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ ! । ପରୀକ୍ଷା ହଲ୍ କୁ ଯିବା ପୂର୍ବରୁ ହେବ ବାୟୋମେଟ୍ରିକ୍...

ଫୁଡ୍ ବିଜନେସ୍ କରୁଥିବା ଲୋକଙ୍କ ପାଇଁ FSSAI ର ନୂଆ ନିୟମ, କଳଙ୍କୀ ଛୁରି ବ୍ୟବହାର ମନା

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : ରେଷ୍ଟୁରାଣ୍ଟ, ହୋଟେଲ, ଢାବା ଏବଂ ଫୁଡ୍ ଫ୍ୟାକ୍ଟ୍ରିରେ ଖାଇବା କ୍ବାଲିଟିକୁ ନେଇ ନିୟମ କଡ଼ା ବୋକୁ ଯାଉଛି...

ଗ୍ରୀଷ୍ମ ପ୍ରବାହ ଯୋଗୁଁ ପାଣି ସଙ୍କଟର ଉତ୍କଟ ରୂପ ଧାରଣ

ବେଲପଡ଼ା, (୧୯/୦୬) : ଆପ୍ର : ଗ୍ରୀଷ୍ମ ପ୍ରବାହ ବଢ଼ିବା ସହିତ ପାଣି ସଙ୍କଟ ମଧ୍ୟ ଉତ୍କଟ ରୂପ ଧାରଣ କରିଛି । ବଲାଙ୍ଗିର ଜିଲ୍ଲା...

ପୂର୍ବ ଶତ୍ରୁତା ନେଲା ଜୀବନ; ଘରେ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ହତ୍ୟା, ଅଭିଯୁକ୍ତ ଅଟକ

ବରଗଡ଼, (୧୯/୦୬) : ଆପ୍ର : ପୂର୍ବ ଶତ୍ରୁତାର ଭୟଙ୍କର ପରିଣତି । ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା...