ଜୀବନ ହାରିଲେ ଏମସ ଡାକ୍ତରାଣୀ, ପୁରୁଷ ବନ୍ଧୁଙ୍କୁ ପଚରାଉଚରା କରୁଛି ପୋଲିସ

Date:

Share post:

ଭୁବନେଶ୍ୱର, (୧୮/୦୬) : ଆପ୍ର : ପେଟ ରୋଗ ପାଇଁ ଜୀବନ ହାରିଲେ କି ଏମସ ଡାକ୍ତରାଣୀ ? ଏମସର ଜୁନିଅର ରେସିଡେଣ୍ଟ ଡାକ୍ତର ଦିବ୍ୟା ଭି. କିଛି ଦିନ ହେଲା ମାନସିକ ଅବସାଦରେ ଥିଲେ । ତାଙ୍କର ସ୍ବାସ୍ଥ୍ୟଗତ ସମସ୍ୟା ଥିଲା ।

ପେଟ ରୋଗରେ ପୀଡ଼ିତ ଥିଲେ । ଏଥିପାଇଁ ଔଷଧ ମଧ୍ୟ ସେବନ କରୁଥିଲେ ବୋଲି କହିଛନ୍ତି ଭୁବନେଶ୍ବର ଏମସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ବାସ । ଡୁମଡୁମା ସ୍ଥିତ ଆପାର୍ଟମେଣ୍ଟରେ ନିଜ ପୁରୁଷ ବନ୍ଧୁଙ୍କ ସହ ରହୁଥିଲେ କର୍ଣ୍ଣାଟକର ଡାକ୍ତର ଦିବ୍ୟା . ଭି । ଆପାର୍ଟମେଣ୍ଟରୁ ଡାକ୍ତରାଣୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ତେବେ କଣ ପାଇଁ ଡାକ୍ତରାଣୀ ଜୀବନ ହାରିଲେ ତାଙ୍କ ପୁରୁଷ ବନ୍ଧୁଙ୍କୁ ପଚରାଉଚରା କରୁଛି ଖଣ୍ଡଗିରି ଥାନା ପୋଲିସ । ବିଭିନ୍ନ ଦିଗରୁ ତଦନ୍ତ କରାଯାଉଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଅଟୋକୁ ଧକ୍କା ଦେଲା କାର ୩ ଗୁରୁତର ୬ ଆହତ

ଅନୁଗୁଳ, (୧୮/୦୬) : ଆପ୍ର : ଅନୁଗୁଳ ୫୫ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା। ଅଟୋକୁ ପିଟିଲା କାର। ଜରପଡା ଥାନା ଅନ୍ତର୍ଗତ ବିମଳବେଡା...

ଲାଞ୍ଚ ନେଉଥିବା ସମୟରେ ଏଏସଆଇ ଓ ହୋମଗାର୍ଡଙ୍କୁ ମାଡିବସିଲା ଭିଜିଲାନ୍ସ

ଭୁବନେଶ୍ଵର, (୧୮/୦୬) : ଆପ୍ର : ଲାଞ୍ଚ ନେଉଥିବା ସମୟରେ ଜଣେ ଏଏସଆଇ ଓ ହୋମଗାର୍ଡଙ୍କୁ ମାଡିବସିଲା ଭିଜିଲାନ୍ସ । ଏଭଳି ଘଟଣା ଘଟିଛି...

ଚିକିତ୍ସା ଅବହେଳାରୁ ନବଜାତ ଶିଶୁ ମୃତ୍ୟୁ ଅଭିଯୋଗ, ଡାକ୍ତରଖାନାରେ ଉତ୍ତେଜନା

ପାଟଣାଗଡ଼, (୧୮/୦୬) : ଆପ୍ର : ଚିକିତ୍ସା ଅବହେଳାରୁ ନବଜାତ ଶିଶୁ ମୃତ୍ୟୁ ଅଭିଯୋଗ । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଡାକ୍ତରଖାନାରେ ଉତ୍ତେଜନା ଦେଖିବାକୁ...

ରେଲଓ୍ବେ ଚାକିରି କରାଇ ଦେବା ନାଁରେ ୨୦ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ବାପ ଝିଅ ଗିରଫ

ଭୁବନେଶ୍ୱର, (୧୮/୦୬) : ଆପ୍ର : ରେଲୱେରେ ଚାକିରି ଦେବା ନାଁରେ ଠକେଇ । ୨୦ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବାପ ଝିଅ ଗିରଫ...