୧୯ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ୍, ୨ ଗିରଫ

Date:

Share post:

କଟକ, (୨୨/୦୬) : ଆପ୍ର : ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣରେ ଗଞ୍ଜେଇ ଜବତ୍ କରିଛି ଜିଲ୍ଲା ଅବକାରୀ ବିଭାଗର ମୋବାଇଲ ୟୁନିଟ ।

ଦାମୀ କାରରେ ଗଞ୍ଜେଇ ବେପାର । କଟକ ସଦର ଥାନା ଅନ୍ତର୍ଗତ କାଜିପାଟଣା କୁଆଖାଇ ପୋଲ ନିକଟରେ ଏକ ଦାମୀ କାରରୁ ୭୦ କେଜି ଗଞ୍ଜେଇ ଜବତ କରାଯାଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ମୋଟ ୧୯ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି । ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣରେ ଗଞ୍ଜେଇ ଜବତ କରିଛି ଜିଲ୍ଲା ଅବକାରୀ ବିଭାଗର ମୋବାଇଲ ୟୁନିଟ । ଘଟଣାରେ ମୋଟ ୩ ଜଣଙ୍କୁ ଗିରଫ କରାଯାଇଛି । ଗିରଫଙ୍କ ମଧ୍ୟରେ ଜଣେ ମହିଳା ମଧ୍ୟ ଅଛନ୍ତି । ସେହିପରି ଜଗତପୁର ଗୋଲେଇ ଛକରେ ଚଢ଼ଉ କରି ଜଣେ ନିଶା ବେପାରୀକୁ ଧରିବା ସହିତ ତା ନିକଟରୁ ୧୦ କିଲୋ ଗଞ୍ଜେଇ ଜବତ କରାଯାଇଛି । ଅଭିଯୁକ୍ତଠାରୁ ଏକ ବାଇକ ମଧ୍ୟ ଜବତ କରାଯାଇଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଚିକିତ୍ସାଳୟରୁ ନବଜାତ ଶିଶୁ ଚୋରି ଅଭିଯୋଗ, ଥାନାର ଦ୍ୱାରସ୍ଥ ହେଲେ ଦମ୍ପତି

ଉମରକୋଟ, (୨୨/୦୬) : ଆପ୍ର : ଚିକିତ୍ସାଳୟରୁ ନବଜାତ ଶିଶୁ ଚୋରି ଅଭିଯୋଗ । ଥାନାର ଦ୍ୱାରସ୍ଥ ହେଲେ ଦମ୍ପତି । ନବରଙ୍ଗପୁର ଜିଲ୍ଲା ଉମରକୋଟ...

କେନ୍ଦୁଝରରେ ଦନ୍ତା ଆତଙ୍କ, ହାତୀ ଚଳପ୍ରଚଳ କରିବାକୁ ନେଇ ଲୋକେ ଛାନିଆ

ବାଂଶପାଳ, (୨୨/୦୬) : ଆପ୍ର : କେନ୍ଦୁଝରରେ ଦନ୍ତା ଆତଙ୍କ । ଶୁଆକାଟୀ OMC ଖଣି ବାଇପାସ୍ ରାସ୍ତାରେ ହାତୀ ଚଳପ୍ରଚଳ କରିବାକୁ ନେଇ...

ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କ ନାଁ’ରେ ମାମଲା ରୁଜୁ

ବ୍ରହ୍ମପୁର, (୨୨/୦୬) : ଆପ୍ର : ଗଞ୍ଜାମ ଗୋଳନ୍ଥରା ଥାନା ଗାନ୍ଧୀ କଲେଜରେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ପୁରୁଷ ବନ୍ଧୁଙ୍କ ନାଁ'ରେ...

ଜୁନ୍ ୨୫ରୁ ତୃତୀୟ ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ, ୨୮ ତାରିଖ ଯାଏଁ ଚାଲିବ

ଭୁବନେଶ୍ୱର, (୨୨/୦୬) : ଆପ୍ର : ଭୁବନେଶ୍ୱରରେ ଆରମ୍ଭ ହେବାକୁ ଯାଉଛି ତୃତୀୟ ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ । ଜୁନ୍ ୨୫ ତାରିଖରୁ ଆରମ୍ଭ...