ବଜ୍ରାଘାତରେ ଦିଅର ଭାଉଜ ମୃତ

Date:

Share post:

ଢେଙ୍କାନାଳ, (୦୯/୦୬) : ଆପ୍ର : ବଜ୍ରାଘାତରେ ଦିଅର ଭାଉଜ ମୃତ । ହିନ୍ଦୋଳ ବ୍ଳକ୍ ବାଉଁଶ ପୋଖରୀ ପଞ୍ଚାୟତ ବନ୍ଧାଭୂଇଁ ଗ୍ରାମରେ ବଜ୍ରାଘାତ ନେଲା ଦୁଇ ଜୀବନ ।

ମୃତକ ହେଲେ ସୁବାସିନି ସାହୁ ଏବଂ ତାଙ୍କ ଦିଅର ଗଣେଶ୍ୱର ସାହୁ। ଆଜି ଅପରାହ୍ନ ପ୍ରାୟ ୪ଟା ବେଳେ ଉଭୟ ଘର ନିକଟରେ ଥିବା ଏକ ଆମ୍ବ ଗଛରୁ ଆମ୍ବ ଗୋଟାଉଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ।ଉଭୟ ଦିଅର ଭାଉଜଙ୍କୁ ହିନ୍ଦୋଳ ମେଡିକାଲରେ ଭର୍ତ୍ତି କରିଥିଲେ ଗ୍ରାମବାସୀ।ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି।ଘଟଣାକୁ ନେଇ ହିନ୍ଦୋଳ ରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

LEAVE A REPLY

Please enter your comment!
Please enter your name here

spot_img

Related articles

ହାତୀ ଆକ୍ରମଣରେ ମହିଳା ଗୁରୁତର

ଅନୁଗୁଳ, (୦୯/୦୬) : ଆପ୍ର : ଅନୁଗୁଳ ବନାଞ୍ଚଳ କରତପଟା ସେକ୍ସସନର ଜଗନ୍ନାଥପୁର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା...

ଟ୍ରକ୍ ଧକ୍କାରେ ମା’-ଝିଅ ମୃତ

ବଲାଙ୍ଗିର, (୦୯/୦୬) : ଆପ୍ର : ବଲାଙ୍ଗିର ସହର ଗାନ୍ଧୀନଗରପଡ଼ା ଫିସରି ଅଫିସ ନିକଟରେ ଟ୍ରକ୍ ଧକ୍କାରେ ୨ଜଣ ମା’-ଝିଅଙ୍କ ମୃତ୍ୟୁ ହୋଇଛି । ମୃତ...

ପାନୀୟ ଜଳ ସମସ୍ୟା ନେଇ ୨୦୦୦/- କୋଟି ଟଙ୍କା ହଡ଼ପ ଚକ୍ରାନ୍ତ ନେଇ ଭିଜିଲାନ୍ସ ତଦନ୍ତ ସହ ତୁରନ୍ତ ବିଭାଗୀୟ ଅଧିକାରୀଙ୍କ ବିରୋଧ ରେ କାର୍ଯାନୁଷ୍ଠାନ ଦାବୀ

ବଲାଙ୍ଗୀର/ଟିଟିଲାଗଡ, (୦୯/୦୬) : ଆପ୍ର : ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଥିବାରୁ ସରକାର ବଲାଙ୍ଗୀର ଜିଲ୍ଲା ର ତତତଲାଗଡ ରୂପେ...

ରାଜ୍ୟ କ୍ୟାବିନେଟ ବୈଠକରେ ବଡ ନିଷ୍ପତ୍ତି,୫ଟି ବିଭାଗର ୧୦ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ଵର, (୦୯/୦୬) : ଆପ୍ର : ରାଜ୍ୟ କ୍ୟାବିନେଟ ବୈଠକରେ ବଡ ନିଷ୍ପତ୍ତି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ...