Homelocalନାଇରାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ନାଇରାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ଗୁଣପୁର, (୭/୬) : ଆପ୍ର : ରାୟଗଡ଼ା ଜିଲ୍ଲା ପଦ୍ମପୁର ବ୍ଲକ ନାଇରା ଠାରେ ରାଜ୍ୟ ସରକାରଙ୍କ ଦ୍ୱାରା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହେଇଅଛି ।

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ ୧୧୮ ଗୋଟି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୨୦୪ ଗୋଟି ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ ହେଇଅଛି ଏବଂ ଏହା ରାୟଗଡ଼ା ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀ ବିଦ୍ୟାଧର ଶବରଙ୍କ ଦ୍ଵାରା ଉଦ୍ଘାଟନ ହେଇଅଛି । ଏହି କାର୍ଯ୍ୟକ୍ରମରେ ପଦ୍ମପୁର ବ୍ଲକ ଅଧ୍ୟକ୍ଷା ମଣିମାଲା ଶବର, କ ଜୋନର ଜିଲ୍ଲା ପରିଷଦ ଶ୍ରୀମତୀ ଦର୍ଗିନ୍ ଶବର,ପଦ୍ମପୁର ବ୍ଲକ୍ ଶିକ୍ଷା ଅଧିକାରୀ ହୃଷିକେଶ ରଥଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments