ଚଳିତ ବର୍ଷରୁ ଓଡ଼ିଆରେ ପଢ଼ା ହେବ +୨ ବିଜ୍ଞାନ ପାଠ୍ୟକ୍ରମ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି

Date:

Share post:

ଭୁବନେଶ୍ୱର, (୨୯/୦୫) : ଆପ୍ର : ଚଳିତ ବର୍ଷରୁ ଓଡ଼ିଆରେ ପଢ଼ା ହେବ +୨ ବିଜ୍ଞାନ ପାଠ୍ୟକ୍ରମ । ପ୍ରତି ବିଦ୍ୟାଳୟ ପାଠାଗାରକୁ +୨ ବିଜ୍ଞାନ ପାଠ୍ୟପୁସ୍ତକ ପ୍ରଦାନ ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି କ୍ରମେ ଓଡ଼ିଆ ଅଧ୍ୟାୟନ ଓ ଗବେଷଣା ସଂସ୍ଥା ଦ୍ୱାରା ପ୍ରସ୍ତୁତ +୨ ବିଜ୍ଞାନ ପାଇଁ ଓଡ଼ିଆରେ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ମାଧ୍ୟମରେ ସାତଶହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଠାଗାରକୁ ଓଡ଼ିଆରେ ରଚିତ ବିଜ୍ଞାନ ପାଠ୍ୟପୁସ୍ତକ ଯୋଗାଇ ଦିଆଯିବା ସହିତ ବିଜ୍ଞାନ ଶିକ୍ଷକଙ୍କ ପାଇଁ ସ୍ୱତନ୍ତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷାରେ ବିଜ୍ଞାନ ଶିକ୍ଷାର ଉପାଦେୟତା ଓ ଆବଶ୍ୟକ ତା ବିଷୟରେ ସୂଚନା ଦିଆଯାଇଛି । ଫଳରେ ରାଜ୍ୟର ମେଧାବୀ ଛାତ୍ରଛାତ୍ରୀ ଏହାହାରା ଉପକୃତ ହେବେ । ଓଡ଼ିଆରେ ନିଟ ଓ ଜେଇଇ ପରୀକ୍ଷା ପ୍ରଶ୍ନ ପତ୍ର ଆସୁଥିବାରୁ ଓଡ଼ିଆ ରେ ଯୁକ୍ତ୨ ବିଜ୍ଞାନ ପଢ଼ୁଥିବା ପିଲା ସୁଫଳ ପାଇପାରିବେ ବୋଲି କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ, ପୁନଃପରୀକ୍ଷାକୁ ସ୍ୱଚ୍ଛ ଓ ନକଲ-ମୁକ୍ତ କରିବା ପାଇଁ NTAର ଗାଇଡ୍ ଲାଇନ୍

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ ! । ପରୀକ୍ଷା ହଲ୍ କୁ ଯିବା ପୂର୍ବରୁ ହେବ ବାୟୋମେଟ୍ରିକ୍...

ଫୁଡ୍ ବିଜନେସ୍ କରୁଥିବା ଲୋକଙ୍କ ପାଇଁ FSSAI ର ନୂଆ ନିୟମ, କଳଙ୍କୀ ଛୁରି ବ୍ୟବହାର ମନା

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : ରେଷ୍ଟୁରାଣ୍ଟ, ହୋଟେଲ, ଢାବା ଏବଂ ଫୁଡ୍ ଫ୍ୟାକ୍ଟ୍ରିରେ ଖାଇବା କ୍ବାଲିଟିକୁ ନେଇ ନିୟମ କଡ଼ା ବୋକୁ ଯାଉଛି...

ଗ୍ରୀଷ୍ମ ପ୍ରବାହ ଯୋଗୁଁ ପାଣି ସଙ୍କଟର ଉତ୍କଟ ରୂପ ଧାରଣ

ବେଲପଡ଼ା, (୧୯/୦୬) : ଆପ୍ର : ଗ୍ରୀଷ୍ମ ପ୍ରବାହ ବଢ଼ିବା ସହିତ ପାଣି ସଙ୍କଟ ମଧ୍ୟ ଉତ୍କଟ ରୂପ ଧାରଣ କରିଛି । ବଲାଙ୍ଗିର ଜିଲ୍ଲା...

ପୂର୍ବ ଶତ୍ରୁତା ନେଲା ଜୀବନ; ଘରେ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ହତ୍ୟା, ଅଭିଯୁକ୍ତ ଅଟକ

ବରଗଡ଼, (୧୯/୦୬) : ଆପ୍ର : ପୂର୍ବ ଶତ୍ରୁତାର ଭୟଙ୍କର ପରିଣତି । ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା...